ବରଗଡ଼ : ବରଗଡ଼ ମହିଲା ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ କଲେଜର ପ୍ରଥମ ବ୍ୟାଚର ଛାତ୍ରୀ ତଥା ନିଶାମଣୀ ହାଇସ୍କୁଲର ପ୍ରଧାନଶିକ୍ଷୟତ୍ରୀ ଦିବ୍ୟକାନ୍ତି ଭୋଇ ୫୦ ହଜାର ଟଙ୍କା ପ୍ରଦାନ କରିଥିଲେ ।

Leave a Reply

Your email address will not be published.

error: Content is protected !!