ବରଗଡ : ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ନାତକୋତର ପରୀକ୍ଷା ଫଳ ଇତି ମଧ୍ୟରେ ପ୍ରକାଶ ପାଇଛି । ଏଥିରେ ବରଗଡ଼ ଇମ୍ପରିଏଲ କଲେଜର ଛାତ୍ର ସୁବଲ ମେହେର ବିଶ୍ୱବିଦ୍ୟାଳୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି କଲେଜର ଶତପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ସଫଳତା ପାଇଁ କଲେଜର ଅଧ୍ୟାପକ ଅଧ୍ୟାପିକା ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Leave a Reply

Your email address will not be published.

error: Content is protected !!