ବରଗଡ : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ ଗାନ୍ଧୀ ସ୍ମୃତି ପାଠାଗାର ଓ ବରଗଡ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ବାପୁଜୀଙ୍କ ସ୍ମୃତି ଚାରଣ କରାଯାଇଛି ।   ସ୍ଥାନୀୟ ଗାନ୍ଧୀ ଭବନ ପରିସରରେ ଥିବା ବାପୁଜୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଂଜଳି ଜ୍ଞାପନ କରାଯିବା ସହ  ସ୍ମୃତିଚାରଣ କରାଯାଇଥିଲା। ଏହି ଅବସରରେ ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ଗାନ୍ଧୀ ସ୍ମୃତି ପାଠାଗାରର ଉପସଭାପତି ଅଧ୍ୟାପକ ପ୍ରଦୀପ କୁମାର ହୋତା,ସମ୍ପାଦକ ବିକ୍ରମାଦିତ୍ୟ ପଣ୍ଡା, ଯୁଗ୍ମ ସମ୍ପାଦକ ହୃଷୀକେଶ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

Share now

Leave a Reply

Your email address will not be published. Required fields are marked *

error: Content is protected !!
This is default text for notification bar