ବରଗଡ଼ : ସ୍ଥାନୀୟ ସଂସ୍କାର ଇଣ୍ଟରନ୍ୟାସନାଲ ସ୍କୁଲ ବରଗଡ଼ ଠାରେ କ୍ୟୁବ ପ୍ରତିଯୋଗିତା ଅନୁଷ୍ଠିତ ହେଇଯାଇଛି । ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିବା ବେଳେ ମୁଖ୍ୟ ଅତିଥି ସାମ୍ବାଦିକ ସୁରେନ୍ଦ୍ର ହୋତା ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବଂଶ ବଂଶଲ ଏବଂ ସୁଦୀପ୍ତ କୁମାର ସାବର । ବିଭିନ୍ନ ବିଭାଗରେ ବହୁ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଥିଲେ ।
