ବର୍ଦ୍ଧମାନ ମହାବୀର କଲେଜର ପ୍ରତିଭା ସମ୍ମାନ ସମାରୋହ

ବରଗଡ଼: ବର୍ଦ୍ଧମାନ ମହାବୀର ଯୁକ୍ତ ଦୁଇ ଆବାସିକ ବିଜ୍ଞାନ ମହାବିଦ୍ୟାଳୟ ତରଫରୁ ଚଳିତ ହାଇସ୍କୁଲ ବାର୍ଷିକ ପରୀକ୍ଷାରେ ଅଧିକ ନମ୍ବର ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ହାସଲ କରିଥିବା ଜିଲ୍ଲାର ସମସ୍ତ ୩୧୮ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଆୟୋଜିତ ଏକ ବିଶେଷ ସମାରୋହରେ ସମ୍ମାନିତ କରାଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ରବିନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ … Continue reading ବର୍ଦ୍ଧମାନ ମହାବୀର କଲେଜର ପ୍ରତିଭା ସମ୍ମାନ ସମାରୋହ